ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର- ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ହୋଇଥିଲେ ଭର୍ତ୍ତି ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

Smart Computer Ad
You might also like
error: Content is protected !!