ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ରାଜ୍ୟର ବିଭିନ୍ନ ସହର ରାସ୍ତାଘାଟରୁ ହଟିବେ ଶିଶୁ ଭିକ୍ଷୁକ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ନିର୍ଦ୍ଦେଶନାମା ସମସ୍ତ ଜିଲ୍ଲାପାଳ, ଏସ୍‌ପି ଓ ପୌର କମିଶନରଙ୍କୁ ସ୍ୱତନ୍ତ୍ର ଚିଠି ଟ୍ରାଫିକ୍‌ ଛକ, ବସ୍‌ଷ୍ଟାଣ୍ଡ ଓ ସର୍ବସାଧାରଣ ସ୍ଥାନରେ ଶିଶୁ ଭିକ୍ଷାବୃତ୍ତି ବନ୍ଦ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗଠନ ହେବ ‘ଜିଲ୍ଲା ଟାସ୍କ ଫୋର୍ସ’ ଭିକ୍ଷାବୃତ୍ତିରେ ନିୟୋଜିତ ଶିଶୁଙ୍କୁ ଉଦ୍ଧାର ପରେ ଥଇଥାନ କରାଯିବ ଶିଶୁ ମଙ୍ଗଳ କମିଟିରେ ହାଜର ପରେ ଶିଶୁ ଯତ୍ନ କେନ୍ଦ୍ରରେ ରଖାଯିବ ମାଗଣା ଶିକ୍ଷା, ସ୍ୱାସ୍ଥ୍ୟସେବା ଏବଂ କାଉନସେଲିଂ ପ୍ରଦାନ କରାଯିବଭିକ୍ଷାବୃତ୍ତିରେ ନିୟୋଜନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ

You might also like
error: Content is protected !!