ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଭୁବନେଶ୍ୱର: ବକେୟା ଦରମା ବିଲ୍ କରାଇଦେବା ପାଇଁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଜୁନିଅର କ୍ଲର୍କ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର। ୬,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରିବା ସହ ଟଙ୍କା ଜବତ କରିଛି।