ଏଥର ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ପିଲା

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାରେ ୯୯୩୦ ଛାତ୍ରଛାତ୍ରୀ ଅନୁପସ୍ଥିତ ଏନେଇ ଗୃହରେ ତଥ୍ୟ ରଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ‘୫ ଲକ୍ଷ ୪୬ ହଜାର ୮୭୬ ଜଣ ପିଲା ଫର୍ମ ଫିଲ୍‌ଅପ୍‌ କରିଥିଲେ’ ମାତ୍ର ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୩୬ ହଜାର ୯୪୬ ଛାତ୍ରଛାତ୍ରୀ’ ଅନୁପସ୍ଥିତ ଛାତ୍ରଛାତ୍ରୀଙ୍କ ହାର ୧.୮୧ ପ୍ରତିଶତ

You might also like
error: Content is protected !!