ଓମ୍‌ଫେଡ୍‌ କ୍ଷୀର ଦର ବୃଦ୍ଧି

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଓଡ଼ିଶାରେ କ୍ଷୀର ଦର ବୃଦ୍ଧି କଲା ଓମ୍‌ଫେଡ୍‌ ଟୋନ୍‌ଡ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ୫୦ ଟଙ୍କାରୁ ବୃଦ୍ଧି ପାଇ ହେଲା ୫୪ ଟଙ୍କା ପ୍ରିମିୟମ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ୫୪ ଟଙ୍କାରୁ ବୃଦ୍ଧି ପାଇ ହେଲା ୫୮ ଟଙ୍କା ଗୋଲ୍ଡ ପ୍ରିମିୟର ପ୍ଲସ୍ ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ୬୦ ଟଙ୍କାରୁ ବୃଦ୍ଧି ପାଇ ହେଲା ୬୪ ଟଙ୍କା ଗୋଲ୍ଡ ପ୍ରିମିୟର ଦୁଗ୍ଧ ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ୫୬ ଟଙ୍କାରୁ ବୃଦ୍ଧି ପାଇ ହେଲା ୬୦ ଟଙ୍କା ଗୋଟିଏ ପ୍ୟାକେଟ୍‌ (୫୦୦ ମି.ଲି) ଉପରେ ୨ ଟଙ୍କା ବୃଦ୍ଧି ଆଜିଠାରୁ ରାଜ୍ୟରେ ଓମ୍‌ଫେଡ୍‌ର ନୂଆ ଦର ଲାଗୁ

You might also like
error: Content is protected !!