ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଉତ୍ତର ଶ୍ରୀଲଙ୍କା ଉପକୂଳର ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରେ ଲଘୁଚାପ ଘୂର୍ଣ୍ଣିବଳୟ ସମୁଦ୍ର ପତନଠୁ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା

You might also like
error: Content is protected !!