୨୪ ଘଣ୍ଟିଆ ବନ୍ଦ ଡାକରାକୁ କନ୍ଧମାଳ ଜିଲ୍ଲା କେମିଷ୍ଟ ଓ ଡ୍ରଗିଷ୍ଟ ସଂଘର ସମର୍ଥନ

ବାଲିଗୁଡା :୧୭/୦୫ ସୁକାନ୍ତ କୁମାର ତ୍ରିପାଠୀ

ଅଲ୍ ଇଣ୍ଡିଆ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ପକ୍ଷରୁ ଆସନ୍ତା ୨୦ ତାରିଖରେ ଦିଆଯାଇଥିବା ୨୪ ଘଣ୍ଟିଆ ବନ୍ଦ ଡାକରାକୁ କନ୍ଧମାଳ ଜିଲ୍ଲା କେମିଷ୍ଟ ଓ ଡ୍ରଗିଷ୍ଟ ସଂଘ ପକ୍ଷରୁ ପୂର୍ଣ୍ଣ ସମର୍ଥନ ଜଣାଯାଇଛି।ଏନେଇ କଟାରି ଘାଇ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ସଂଘର ସଭାପତି ସୁଶାନ୍ତ ପଣ୍ଡା ଓ ସମ୍ପାଦକ ରାମଚନ୍ଦ୍ର ପାତ୍ର

୨୪ ଘଣ୍ଟିଆ ବନ୍ଦ ଡାକରାକୁ କନ୍ଧମାଳ ଜିଲ୍ଲା କେମିଷ୍ଟ ଓ ଡ୍ରଗିଷ୍ଟ ସଂଘର ସମର୍ଥନ

ଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଥିଲା ।ବୈଠକରେ ଆସନ୍ତା ବନ୍ଦ ଡାକରାକୁ ସଫଳ କରିବା ସହ ଜିଲ୍ଲାର ସମସ୍ତ ଔଷଧ ବ୍ୟବସାୟୀଙ୍କୁ ସହଯୋଗ କରିବା ପାଇଁ ଆହ୍ୱାନ ଦିଆଯାଇଥିଲା। ଏହାସହ ଅନ୍ୟାନ୍ୟ କେମିଷ୍ଟ ଭାଇମାନେ ମଧ୍ୟ ବୈଠକରେ ଉପସ୍ଥିତ ରହି ସମର୍ଥନ ଜଣାଇଥିଲେ ।

Smart Computer Ad
You might also like
error: Content is protected !!