ପୁଣି ବଢ଼ିଲା ତେଲ ଦର

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍‌ ଦର ପେଟ୍ରୋଲ ଲିଟର ପିଛା ୨ ଟଙ୍କା ୬୧ ପଇସା ବୃଦ୍ଧି ଡିଜେଲ ଲିଟର ପିଛା ୨ ଟଙ୍କା ୭୧ ପଇସା ବଢ଼ିଲା ୧୦ ଦିନରେ ଚତୁର୍ଥ ଥର ପାଇଁ ବଢ଼ିଲା ତେଲ ଦର

You might also like
error: Content is protected !!