ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଓଡ଼ିଶା ବିଧାନସଭାର ଶ୍ରେଷ୍ଠ ବିଧାୟକଙ୍କ ଚୟନ ପାଇଁ କମିଟି ଗଠନ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ୬ ଜଣ ସଦସ୍ୟଙ୍କୁ ନେଇ କମିଟି ଗଠନ ବାଚସ୍ପତି ସୁରମା ପାଢ଼ୀ ହେଲେ ଶ୍ରେଷ୍ଠ ବିଧାୟକ ଚୟନ କମିଟି ଅଧକ୍ଷ ବାଚସ୍ପତି ଭବାନୀ ଶଙ୍କର ଭୋଇ, ବିଧାୟକ ଜୟନାରାୟଣ ମିଶ୍ର ସଦସ୍ୟ ବିଧାୟକ ଭାସ୍କର ମଢେଇ, ପୂର୍ବତନ ବିଧାୟକ ଅରବିନ୍ଦ ଢାଲି ସଦସ୍ୟ ଅମର ପ୍ରସାଦ ଶତପଥୀ ଓ ବରିଷ୍ଠ ସାମ୍ବାଦିକ ରାଜାରାମ ଶତପଥୀ ସଦସ୍ୟ ବିଧାନସଭାର ଶ୍ରେଷ୍ଠ ବିଧାୟକ ପୁରସ୍କାର ପାଇଁ ମନୋନୀତ କରିବ କମିଟି