ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୨ ଜିଲ୍ଲା ଲାଗି ଅରେଞ୍ଜ ଆଲର୍ଟ ଜାରି କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲା ଲାଗି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ଦୁଇ ଜିଲ୍ଲାରେ ବର୍ଷା ସହ ୫୦ରୁ ୬୦ କିମି ବେଗରେ ବର୍ଷାପବନ ହେବ ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁରରେ ହାଲ୍କା ବର୍ଷା କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳରେ ହାଲ୍କା ବର୍ଷା ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତିରେ ହାଲ୍କା ବର୍ଷା ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ହାଲ୍କା ବର୍ଷା ଆଗାମୀ ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା ୨/୪ ଡିଗ୍ରୀ ବୃଦ୍ଧି ପାଇବ
