ଆଜିଠୁ ମନ୍ତ୍ରୀଙ୍କ ରିପୋର୍ଟ କାର୍ଡ ସମୀକ୍ଷା.

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଆଜିଠୁ ମୋହନ ସରକାରଙ୍କ ବିଭାଗୀୟ ସମୀକ୍ଷା ୨ ବର୍ଷ ପୂର୍ତ୍ତି ପୂର୍ବରୁ ସମସ୍ତ ବିଭାଗର କାର୍ଯ୍ୟ ସମୀକ୍ଷା ହେବ ମନ୍ତ୍ରୀମାନଙ୍କର ପ୍ରଦର୍ଶନ ଏବଂ ଦକ୍ଷତାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ବିଭାଗର ସମୀକ୍ଷା ହେବା ନେଇ ସୂଚନା ଆସନ୍ତା ୯ ପର୍ଯ୍ୟନ୍ତ ସମସ୍ତ ବିଭାଗଗୁଡ଼ିକର କାର୍ଯ୍ୟ ସମୀକ୍ଷା କରାଯିବ

You might also like
error: Content is protected !!