ପୁଣି ବଢ଼ିଲା ବସ୍‌ ଭଡ଼ା

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ପୁଣି ବସ୍‌ ଭଡ଼ା ବଢ଼ାଇଲେ ରାଜ୍ୟ ସରକାର-ଅର୍ଡିନାରୀ ଓ ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପିଛା ୨ ପଇସା ବଢ଼ିଲା-ଅର୍ଡିନାରୀ ବସ୍‌ ଭଡ଼ା କିମି ପିଛା ୯୦ ପଇସାରୁ ୯୨ ପଇସାକୁ ବୃଦ୍ଧି-ଏକ୍ସପ୍ରେସ୍‌ ବସ୍‌ ଭଡ଼ା କିମି ପିଛା ୯୪ ପଇସାରୁ ୯୬ ପଇସାକୁ ବୃଦ୍ଧି-ଡିଲକ୍ସ ଭଡ଼ା ୧୩୧ ପଇସାରୁ ୧୩୫ ପଇସାକୁ ବୃଦ୍ଧି-ଏସି ଡିଲକ୍ସ ଭଡ଼ା ୧୫୯ ପଇସାରୁ ୧୬୩ ପଇସାକୁ ବଢ଼ିଲା-ସୁପର ଡିଲକ୍ସ ଭଡ଼ା ୨୪୭ ପଇସାରୁ ୨୫୩ ପଇସାକୁ ବୃଦ୍ଧି

You might also like
error: Content is protected !!