ପୁଣି ମହଙ୍ଗା ହେଲା ଘରୋଇ ଗ୍ୟାସ୍

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

ଘରୋଇ LPG ସିଲିଣ୍ଡର ଦାମ୍ ୨୯ ଟଙ୍କା ବୃଦ୍ଧି ଆଜିଠୁ ସାରା ଦେଶରେ ନୂଆ ଦର ଲାଗୁ ଭୁବନେଶ୍ୱରରେ ଘରୋଇ ଗ୍ୟାସ୍ ଦର ଛୁଇଁଲା ୯୬୮ ଟଙ୍କା ପୂର୍ବରୁ ୧୪.୨ କେଜି ସିଲିଣ୍ଡରର ମୂଲ୍ୟ ଥିଲା ୯୩୯ ଟଙ୍କା ଦିଲ୍ଲୀରେ ଘରୋଇ ଗ୍ୟାସ୍ ସିଲିଣ୍ଡର ୯୧୩ରୁ ୯୪୨ ଟଙ୍କାକୁ ବୃଦ୍ଧି ମାର୍ଚ୍ଚରେ ଘରୋଇ ଗ୍ୟାସ୍ ସିଲିଣ୍ଡର ୬୦ ଟଙ୍କା ବୃଦ୍ଧି ହୋଇଥିଲା

You might also like
error: Content is protected !!