ଖୋର୍ଦ୍ଧା,(ସଞ୍ଜୀବ କୁମାର):-
DG ପଦବୀ ପାଇଁ ଦେଶର ୩୩ଜଣ ବରିଷ୍ଠ IPS ମନୋନୀତ କ୍ୟାବିନେଟ୍ ନିଯୁକ୍ତି କମିଟି ପକ୍ଷରୁ ମଞ୍ଜୁରୀ ଡିଜି ପାହ୍ୟାକୁ ଗଲେ ଓଡ଼ିଶା କ୍ୟାଡରର ୨ ବରିଷ୍ଠ ଆଇପିଏସ୍ IPS ସୁଧାଂଶୁ ଷଡଙ୍ଗୀ ଓ ପଦ୍ମାକର ଏସ୍ ରଣପିସେ ମନୋନୀତ ୧୯୯୦ ବ୍ୟାଚର ସୁଧାଂଶୁ ଷଡ଼ଙ୍ଗୀ, ୧୯୯୫ ବ୍ୟାଚର ପଦ୍ମାକର ଏସ୍ ରଣପିସେ