ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଉପବାଚସ୍ପତିଙ୍କ ନକଲି ଦସ୍ତଖତରେ ବଦଳି ଷଡ଼ଯନ୍ତ୍ର; ଥାନାରେ ଏତଲା ଦସ୍ତଖତ ଜାଲି କରିବା, ସରକାରୀ ଡି.ଓ. ପ୍ୟାଡ୍ର ଦୁରୁପଯୋଗ ଅଭିଯୋଗ ଦୁଇ ସହକାରୀ ଯନ୍ତ୍ରୀଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଥାନାରେ ଏତଲା କଲେ ଉପବାଚସ୍ପତିଙ୍କ ବ୍ୟକ୍ତିଗତ ସଚିବ ଆଇନ ଅନୁଯାୟୀ କଡ଼ା ପଦକ୍ଷେପ ନେବାକୁ ପୋଲିସକୁ ଅନୁରୋଧ