ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଜେଲ ଭିତରେ ଏବଂ ପରିସରରେ କଏଦୀଙ୍କୁ ଜଗିବ AI କ୍ୟାମେରା ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକ ପରେ ଜେଲ୍ ଡିଜିଙ୍କ ସୂଚନା ‘୨୦ଟି ଜେଲରେ ଲାଗି ସରିଛି AI କ୍ୟାମେରା’ ‘AI କ୍ୟାମେରା ଲାଗିବା ପରେ ଖସି ପାରୁ ନାହାନ୍ତି କଏଦୀ’ ଜେଲ୍ ପାଚେରୀ ପାଖକୁ ଗଲେ ବାଜୁଛି ଆଲାରମ’ ଜେଲ ଭିତରେ ମଧ୍ୟ ଗଣ୍ଡଗୋଳ ନିୟନ୍ତ୍ରଣ ପାଇଁ ଲାଗିବ AI କ୍ୟାମେରା’ ଏକାଧିକ ଲୋକ ଏକାଠି ହେଲେ ମିଳିବ ଆଲର୍ଟ- ଜେଲ୍ ଡିଜି ରାଜ୍ୟର ୭ ସର୍କଲ ଜେଲରେ ଆରମ୍ଭ ହେବ ମୁକ୍ତାକାଶ ଜେଲ୍’