ସୃଷ୍ଟି ହେଲା ଲଘୁଚାପ

ଖୋର୍ଦ୍ଧା,(ସଞ୍ଜୀବ କୁମାର):-

48ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା!! ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ 5ଟା 30 ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା

Smart Computer Ad
You might also like
error: Content is protected !!