ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ୮୮ ବର୍ଷ ବୟସରେ ଆଖିବୁଜିଲେ ପ୍ରଣବ ପଟ୍ଟନାୟକ ଭୁବନେଶ୍ବର ସ୍ଥିତ ବାସଭବନରେ ପରଲୋକ ବାସଭବନରେ ପହଞ୍ଚିଲେ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ସଙ୍ଗୀତ ନାଟକ ଏକାଡେମୀ ଓ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ ଅନେକ କାଳଜୟୀ ଗୀତ ଭେଟି ଦେଇଛନ୍ତି ପ୍ରଣବ
