ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉପକୂଳରେ ସୃଷ୍ଟି ହେଲା ଲଘୁଚାପ.-ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି-ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ରେ ଲଘୁଚାପ ସୃଷ୍ଟି-ଆଗାମୀ ୪୮ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ-ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକାରେ ଗତି କରିବା ସମ୍ଭାବନା-ଉତ୍ତର ଓଡ଼ିଶା ସମେତ ସାରା ରାଜ୍ୟରେ ବର୍ଷା ହେବା ସମ୍ଭାବନା
