ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଚାଷୀଙ୍କ ଖାତାକୁ ଗଲା ସିଏମ୍-କିଷାନ ସହାୟତା DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା ଭୁବନେଶ୍ୱର କାର୍ଯ୍ୟକ୍ରମରେ ସହାୟତା ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ୮୩୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସହାୟତା ରାଶି ପ୍ରଦାନ ଉପକୃତ ହେଲେ ରାଜ୍ୟର ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର
