ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ସହୟତା ରାଶିକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଶିଶୁ ବାଟିକାରୁ ଦ୍ୱାଦଶ ପଢୁଥିବା ଛାତ୍ରଙ୍କ ପାଇଁ ଲାଗୁ ହେବ ବ୍ୟବସ୍ଥା ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ସହାୟତା ରାଶି ମିଳିବ ୨ ଲକ୍ଷ ଟଙ୍କା ଉଚ୍ଚତର ଚିକିତ୍ସା ଲାଗି ସ୍ଥାନାନ୍ତର ପାଇଁ ମିଳିବ ୩୦ ହଜାର ଟଙ୍କା ଯାତାୟାତ ଖର୍ଚ୍ଚ ବାବଦକୁ ମିଳିବ ୧୦ ହଜାର ଟଙ୍କା ସରକାରୀ ମେଡିକାଲରେ ନିଶୁଳ୍କ ଚିକିତ୍ସା ପ୍ରଦାନ କରାଯିବ ଅନୁକମ୍ପା ସହାୟତା ରାଶି ମା’ କିମ୍ବା ବାପାଙ୍କୁ ପ୍ରଦାନ କରାଯିବ ଉଭୟ ନଥିଲେ ଜିଲ୍ଲାପାଳଙ୍କ ଦ୍ୱାରା ଚିହ୍ନଟ ଅଭିଭାବକଙ୍କୁ ମିଳିବ ସହାୟତା ସହୟତା ରାଶି ପାଇଁ ପ୍ରଧାନଶିକ୍ଷକ, ଜିଲ୍ଲାପାଳ, ଡିଇଓ, ବିଇଓଙ୍କ ଅନୁମୋଦନ ଜରୁରୀ ଅନୁମୋଦନର ୨୪ ଘଣ୍ଟା ମଧ୍ୟରେ ଅଭିଭାବକଙ୍କୁ ମିଳିବ ସହାୟତା ରାଶି
