୧୮ରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ; ଆସିବେ ୩୦୦ ଅତିଥି
ଭୁବନେଶ୍ବର | ସଂଜୀବ କୁମାର |ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆସନ୍ତା ୧୮ତାରିଖରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ଓଡ଼ିଶା ଲୋକଭବନ ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଆରମ୍ଭ ହୋଇଛି। ୧୮ତାରିଖ ପୂର୍ବାହ୍ନ ୧୧ଟାରେ ଲୋକଭବନର ନୂଆ ଅଭିଷେକ ହଲ୍ରେ!-->!-->!-->…