ଆଦିବାସୀ ମହାବିଦ୍ୟାଳୟ, ବାଲିଗୁଡାରେ ବାଣିଜ୍ୟ ବିଭାଗର ପାଠଚକ୍ର ଅନୁଷ୍ଠିତ
ବାଲିଗୁଡା,୨୮/୦୨: ସୁକାନ୍ତ କୁମାର ତ୍ରିପାଠୀ
କନ୍ଧମାଳ ଜିଲ୍ଲାର ବାଲିଗୁଡା ସ୍ଥିତ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ଅଧ୍ୟକ୍ଷ ଡ଼ଃ ବିଭୂତି ଭୂଷଣ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଏକ ପାଠଚକ୍ର ଆୟୋଜିତ ହୋଇଥିଲା। ବିଭାଗୀୟ ମୁଖ୍ୟ ଶ୍ରୀ ସରୋଜ କୁମାର ପାଠୀଙ୍କ!-->!-->!-->…