ବାଲିଗୁଡାରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି
ବାଲିଗୁଡା: ୨୮/୦୧ (ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବାଲିଗୁଡା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଏଥିରେ ମୋଟ ୭୭ଟି ଅଭିଯୋଗ ଆସିଥିବା ବେଳେ ସେଥ୍ମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୪ଟି ସାମୂହିକ ଅଭିଯୋଗ ରହିଥିଲା। ଏହି!-->…