ଦୀପାବଳି ଠିକ୍ ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀ ଓ ପେନସନଭୋଗୀଙ୍କୁ ଭେଟି
ଖୋର୍ଦ୍ଧା,(ସଞ୍ଜୀବ କୁମାର):-
ଦୀପାବଳି ଠିକ୍ ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀ ଓ ପେନସନଭୋଗୀଙ୍କୁ ଭେଟି ଦେଇଛନ୍ତି । କେନ୍ଦ୍ର ମନ୍ତ୍ରିମଣ୍ଡଳ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରି ଦେଇଛି । ଏହି ବୃଦ୍ଧି ସହ ଏବେ ମୋଟ ମହଙ୍ଗା ଭତ୍ତା ୫୫!-->!-->!-->…