ବାଲିଗୁଡା ସହର ରେ ବିଶ୍ଵକର୍ମାଙ୍କ ପୂଜା ପାଳିତ
ବାଲିଗୁଡା,୧୭/୦୯:(ସୁକାନ୍ତ କୁମାର ତ୍ରିପାଠୀ)ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ଏନେଇ ଛୋଟ ବଡ!-->…