ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର ପାଣିଗ୍ରାହୀ ଙ୍କ ୭୫ ବର୍ଷ ବୟସ ରେ ଦେହାନ୍ତ
ବାଲିଗୁଡା,(ବିଚିତ୍ରସାହୁ):-
କନ୍ଧମାଳ ଜିଲ୍ଲାର ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର କୁମାର ପାଣିଗ୍ରାହୀ (୭୫ ) ଙ୍କ ଆଜି ପୂର୍ବାହ୍ନ ୨ ସମୟରେ ବ୍ରହ୍ମପୁର ର ଏକ ଘରୋଇ ମେଡିକାଲ ରେ ଦେହାନ୍ତ ହୋଇଯାଇଛି । କିଛି ଦିନ ହେବ ଶ୍ଵାସ ଜନିତ ସମସ୍ଯା ଦେଖାଦେବାରୁ ପ୍ରଥମେ ବାଲିଗୁଡା ମେଡିକାଲ!-->!-->!-->…