ପୁରୀ ବେଳାଭୂମିରେ ବାଲୁକା କଳା ମାଧ୍ୟମରେ ଘରେ ଘରେ ତ୍ରିରଙ୍ଗା :ଶିଳ୍ପୀ ସୁଦର୍ଶନ
ଭୁବନେଶ୍ୱର/ପୁରୀ: ଦେଶ ୭୯ତମ ସ୍ୱାଧୀନତା ଦିବସ ପାଳନ କରିବାକୁ ପ୍ରସ୍ତୁତ ହେଉଛି । ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ୨ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଦେଶବ୍ୟାପୀ ଆୟୋଜିତ ହେଉଛି । ପୁରୀ ବେଳାଭୂମିରେ ପଦ୍ମଶ୍ରୀ!-->…