ବିଶ୍ଵ ପ୍ଲାଷ୍ଟିକ ସର୍ଜରୀ ଦିବସରେ ସଚେତନତା ରାଲି ସହ ଆଲୋଚନା
ବ୍ରହ୍ମପୁର,(ବିଚିତ୍ର ସାହୁ):-
ବ୍ରହ୍ମପୁର ଏମକେସିଜି ବଡ ଡାକ୍ତର ଖାନା ର ପ୍ଲାଷ୍ଟିକ ସର୍ଜରୀ ବିଭାଗ ତରଫରୁ ମଙ୍ଗଳବାର ବିଶ୍ଵ ପ୍ଲାଷ୍ଟିକ ସର୍ଜରୀ ଦିବସ ପାଳିତ ହୋଇଯାଇଛି। ବିଭାଗୀୟ ମୁଖ୍ୟ ପ୍ରଫେସର ପ୍ରୁଥିରାଜ୍ ସିଂହ ଙ୍କ ଅଧ୍ୟକ୍ଷତାରେ ପ୍ରଥମେ ଏକ ସଚେତନତା ରାଲି ବାହାରି!-->!-->!-->…