କନ୍ଧମାଳ ସାଂସଦ ଙ୍କ ଦ୍ଵାରା ୫୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ ପାଇଁ ଭୂମିପୂଜନ
ତୁମୁଡିବନ୍ଧ -୧୪/୦୭:(ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ ରେ ଗତକାଲି କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଙ୍କ କର କମଳରେ ୫୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ ନିମନ୍ତେ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ସକାଳ ପ୍ରାୟ ୧୦ଘ.!-->…