ପାଟ୍ରୋଲିଂ ସମୟରେ ଗଞ୍ଜେଇ, ବ୍ରାଉନ ସୁଗାର, ବାଇକ, ମୋବାଇଲ ଫୋନ ଜବତ : ତିନି ଅଭିଯୁକ୍ତ ଗିରଫ
ବାଲିଗୁଡା,୦୨/୦୭:(ସୁକାନ୍ତ କୁମାର ତ୍ରିପାଠୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ କୁ ମିଳିଛି ଆଉ ଏକ ସଫଳତା, ପାଟ୍ରୋଲିଂ କରୁଥିବା ସମୟରେ ଗଞ୍ଜେଇ, ବ୍ରାଉନ ସୁଗାର, ବାଇକ, ମୋବାଇଲ ଫୋନ ଜବତ ସହ ଘଟଣା ରେ ସଂଶିଷ୍ଟ ଥିବା ତିନି ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବିଷୟ!-->…