ବାଲିଗୁଡା ରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ବରାହ ଅବତାର ବେଶ
ବାଲିଗୁଡା,୩୦/୦୬:(ସୁକାନ୍ତ କୁମାର ତ୍ରିପାଠୀ)ପବିତ୍ର ଘୋଷଯାତ୍ରା ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମାଉସୀ ମା’ ମନ୍ଦିରରେ ସୋମବାର ଚତୁର୍ଦ୍ଧାମୂର୍ତ୍ତୀଙ୍କ ବରାହ ଅବତାର ବେଶ ହୋଇଥିଲା। ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଥିଲା। ବିଭିନ୍ନ!-->…