ବିଶ୍ୱ ପରିବେଶ ଦିବସ ପାଳିତ
ବ୍ରହ୍ମପୁର(ରାଜେନ୍ଦ୍ର ସାହୁ):-
ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବ୍ରହ୍ମପୁରର ଗୋଶାଣୀନୂଆଗାଁ ସ୍ଥିତ ଉତ୍କଳ ବାଳାଶ୍ରମ ଠାରେ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି l ଜିଲ୍ଲା ଓ ଦ୍ରୌରା ଜର୍ଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ଡ଼ା ଭାଗ୍ୟଲକ୍ଷ୍ମୀ ରଥଙ୍କ!-->!-->!-->…