ମା’ ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ହାଟପଦାସାହି ପରିକ୍ରମା : ମହିରାବଣ ବଧ ଓ ତରଣୀସେନ ବଧ ମଞ୍ଚସ୍ଥ
ବାଲିଗୁଡା : ୩୦/୦୫ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା 'ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ଶୁକ୍ରବାର ୨୫ ଦିନରେ ପହଞ୍ଚି ଥିବା ବେଳେ ନଗର ପରିଭ୍ରମଣ ୧୮ ଦିନରେ ପହଞ୍ଚିଛି l ପ୍ରତିଦିନ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନ ତମାମ ପୂଜକ ମାନଙ୍କ ଦ୍ୱାରା!-->…