ସିଆରପିଏଫ ତରଫରୁ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ
ବାଲିଗୁଡ଼ା:୩୦/୦୫(ସୁକାନ୍ତକୁମାର ତ୍ରିପାଠୀ) କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ୧୨୭ ବିଏନ, ସିଆରପିଏଫ ତରଫରୁ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ -୨୦୨୫ ପାଳନ କରାଯାଇଥିଲା। ଯୋଗ ଅଭ୍ୟାସ ଏବଂ ଏହାର ଲାଭ ପାଇଁ ସମର୍ପିତ ଏକ ବିଶ୍ୱବ୍ୟାପୀ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ୧୨୭!-->…