ପାହାଡରେ ପିଟି ହେଲା ଯାତ୍ରୀବାହୀ ବସ୍, ୩ ଯାତ୍ରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି
ଆର,ଉଦୟଗିରି(ମନୋଜ କୁମାର ପାଢୀ):-
ପାହାଡରେ ପିଟିହେଲା ଯାତ୍ରୀବାହୀ ବସ୍। ତିନି ଯାତ୍ରୀ ଗୁରୁତର ହୋଇଥିବା ବେଳେ ସାତ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସମସ୍ତ ଆହତ ବ୍ୟକ୍ତି ହସ୍ପିଟାଲରେ ଭର୍ତ୍ତି।ସୂଚନା ଅନୁଯାୟୀ, ଗଜପତି ଜିଲ୍ଲା ରାୟଗଡ ଥାନା ଅଧିନ ମାର୍ଲବା ଘାଟିରେ ରବିବାର!-->!-->!-->…