ବନବାସୀ ସେବା ସମିତିର ୫୪ ତମ ଜୟନ୍ତୀ ସମାରୋହ
କନ୍ଧମାଳ: ୧୩/୦୫କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବନବାସୀ ସେବା ସମିତର ୫୪ ତମ ଜୟନ୍ତୀ ସମାରୋହ ସମିତି ପରିସରରେ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଦେହ ତ୍ୟାଗ କରିଥିବା ମନିଷୀ ମାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଏକ ମିନିଟ୍ ନୀରବ ପ୍ରାର୍ଥନା!-->…