ଚଳିତ ବର୍ଷର ୨ୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଅନୁଷ୍ଟିତ । ୨୧ ଲକ୍ଷ ୮୨ ହଜାର ୯୫୦ ଟଙ୍କା ଆଦାୟ…
ଆର.ଉଦୟଗିରି,(ମନୋଜ ପାଢୀ):- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଜିଲ୍ଲା ଦୌରା ଜଜଙ୍କ କୋର୍ଟ ପରିସରରେ ଆଜି ଚଳିତ ବର୍ଷର ୨ୟ ଜିଲ୍ଲାସ୍ତରୀୟ ରାଷ୍ଟ୍ରୀୟ ଲୋକ ଅଦାଲତ କାର୍ଯ୍ୟକ୍ରମ ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି। ।ଏଥିରେ ୧୫୦୩!-->!-->!-->…