ରାଜ୍ୟ ସ୍ତରୀୟ ଫୋଟ ପ୍ରଦର୍ଶନୀରେ ବାଲିଗୁଡ଼ାର ଷ୍ଟୁଡିଓ ବୁଲୁ ସମ୍ମାନିତ

ବାଲିଗୁଡା, ୦୩/୦୪ [ସୁକାନ୍ତ କୁମାର ତ୍ରିପାଠୀ )ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ‘ବିଶ୍ୱ ପ୍ରେସ ଦିବସ’ ଅବସରରେ ଆୟୋଜିତ ହୋଇଯାଇଛି ଦୁଇଦିନିଆ ରାଜ୍ୟ…

ଗଜପତିରେ ପାସ୍‌ ହାର ୯୯.୩୫%: ରାଜ୍ୟରେ ସର୍ବାଧିକ, କେକ୍‌ କାଟି ଉତ୍ସବ ମନାଇଲେ ଜିଲା ଶିକ୍ଷାଧିକାରୀ

ଆର.ଉଦୟଗିରି,(ମନୋଜ ପାଢୀ): ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ଦିନ ପ୍ରକାଶ ପାଇଛି। ରାଜ୍ୟରେ ପାସ ହାର ପ୍ରାୟ ୯୫ ପ୍ରତିଶତ ଥିବା ବେଳେ ଗଜପତି ଜିଲ୍ଲାରେ ସର୍ବାଧିକ ୯୯.୩୫ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଯାହାକି ଚଳିତ ବର୍ଷ ଓଡିଶାରେ ସର୍ବାଧିକ ପାସ ହାର।ଯାହାକୁ…

ପୁନମ ପ୍ରଧାନ ବ୍ଲକ୍ ଟପ୍ପର

ବୁଗୁଡ଼ା,(ସୋରେନ କୁମାର ପ୍ରଧାନ): ପ୍ରକାଶିତ ମ୍ୟାଟ୍ରିକ୍ ପରୀକ୍ଷା ଫଳକୁ ନେଇ ବୁଗୁଡ଼ା ବ୍ଲକର ଛାତ୍ରଛାତ୍ରୀଉତ୍ସାହିତ ଥିବା ଜଣାପଡ଼ିଛି। ଏଥର ବୁଗୁଡ଼ା ବ୍ଲକଅନ୍ତର୍ଗତ ୨୭ଟି ହାଇସ୍କୁଲ ମଧ୍ଯରୁ ୩ଟି ହାଇସ୍କୁଲର ୭ ଛାତ୍ରଛାତ୍ରୀ ଏ-୧ ରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ବୁଗୁଡା ବ୍ଲକର…

ନୁଆଗଡ ସମିତି ବୈଠକରେ ଅଧିକାରୀ ଅନୁପସ୍ଥିତ ନେଇ ଜନ ପ୍ରତିନୀଧି ଅସନ୍ତୋଷ ।

ଆର.ଉଦୟଗିରି,(ମନୋଜ କୁମାର ପାଢୀ)- ଗଜପତି ଜିଲ୍ଲା ନୁଆଗଡ ପଞ୍ଚାୟତ ସମିତି ସଭାଗୃହରେ ପଞ୍ଚାୟତ ସମିତିର ଦଶମ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବ୍ଳକ ଅଧ୍ୟକ୍ଷା ମାଳତୀ ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ବୈଠକରେ ବିଡିଓ ଲୋକନାଥ ଶବର, ଡାକ୍ତର ତ୍ରିଶୁଲ ସେନାପତି ସହ ଅନ୍ୟ ଅଧିକାରୀ…

ଟାଙ୍ଗଣା ପଲ୍ଲୀ ହାଇସ୍କୁଲ ଛାତ୍ର ଅବିନାଶ ଏ-1 ପାଇ ସର୍ବକାଳୀନ ରେକର୍ଡ ସୃଷ୍ଟି କଲେ

ଛତ୍ରପୁର,(ବିଚିତ୍ର ସାହୁ)- ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ସଦ୍ୟ ପ୍ରକାଶିତ ଦଶମ ଶ୍ରେଣୀର ଫଳାଫଳ ପ୍ରକାଶ ପାଇବା ପରେ ଟାଙ୍ଗଣାପଲ୍ଲୀ ଅଞ୍ଚଳରେ ଖୁସିର ଲହରୀ ଖେଳି ଯାଇଛି।ଟାଙ୍ଗଣା ପଲ୍ଲୀ ଶ୍ରୀନୀଳକଣ୍ଠେଶ୍ୱର ନୋଡାଲ ବିଦ୍ୟାପୀଠର ଛାତ୍ର ଅବିନାଶ ବୈଦ୍ୟ ମୋଟ 560 ନମ୍ବର (93.3%)…

ବାଲ୍ୟବିବାହ ମୁକ୍ତ ପାଇଁ ସଚେତନତା ରାଲି

ବୁଗୁଡା,(ସୋରେନ କୁମାର ପ୍ରଧାନ): ବୁଗୁଡା ବ୍ଳକ ପୋଚାଲୁଣ୍ଡି ପଞ୍ଚାୟତ ଅନ୍ତର୍ଗତ ବିଷ୍ଣୁଚକ୍ର ଗ୍ରାମରେ ଅକ୍ଷୟ ତୃତୀୟା ଠାରୁ ସପ୍ତାହ ବ୍ୟାପି ବାଲ୍ୟବିବାହ ମୁକ୍ତ ଓଡିଶା ସଚେତନତା କାର୍ଯ୍ୟକ୍ରମ ବୁଗୁଡା ଶିଶୁ ପ୍ରକଳ୍ପ ଅଧିକାରୀଣି ବବିତା କୁମାରୀ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଅଞ୍ଚଳ…

ଅପୂର୍ବ ସଫଳତା ଲାଭକଲା ପି ଏମ ଶ୍ରୀ ବିଦ୍ୟାଳୟ କେ.ଏମ. ଭାଲିଆ ସାହି

ଆର.ଉଦୟଗିରି(ମନୋଜ କୁମାର ପାଢୀ):- ଗଜପତି ଜିଲ୍ଲାର ରା.ଉଦୟଗିରି ବ୍ଲକ୍ ଅନ୍ତର୍ଗତ କେ. ଏମ. ଭାଲିଆସାହି ପି ଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ଅପୂର୍ବ ସଫଳତା ହାସଲ କରିଛି। ନିଷ୍ଠାପର ଚେଷ୍ଟା କେବେ ବିଫଳ ହୁଏ ନାହିଁ। ଏହା ପ୍ରମାଣିତ କରି…

ଗୋପାଳପୁର ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ଅଭିଯାନର ଶୁଭାରମ୍ଭ

ରଙ୍ଗେଇଲୁଣ୍ଡା, (ସଞ୍ଜୟ ଦାଶ) :- ଜାତୀୟ କଂଗ୍ରେସ କମିଟିର ଆହ୍ବାନ ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଙ୍କ ଡାକରାର ସାରା ଦେଶରେ ଆରମ୍ଭ କରାଯାଇଥିବା ସମ୍ବିଧାନ ବଞ୍ଚାଅ ଅଭିଯାନ ଆଜି ଗୋପାଳପୁର ନିର୍ବାଚନ ମଣ୍ଡଳୀର ରଣ୍ଢା ପଞ୍ଚାୟତ ରୁ ପିସିସି ସଭ୍ୟ ଡ଼ ଶମ୍ଭୁ ପାଣିଗ୍ରାହୀଙ୍କ…

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ଙ୍କ ସଫଳତା : ସମଗ୍ର କନ୍ଧମାଳ ଜିଲ୍ଲାରେ ଶତକଡା ହାର…

ବାଲିଗୁଡା,୦2/୦୫ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ l ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସମ୍ପନ୍ନା…
error: Content is protected !!