ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣୀ
ବ୍ରହ୍ମପୁର,(ବିଚିତ୍ର ସାହୁ):- ବ୍ରହ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ଶ୍ରୀ ଦେବଦତ୍ତ ପଣ୍ଡା, ବ୍ରହ୍ମପୁର ଉପଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀର!-->…