ବ୍ଲକ ସ୍ତରୀୟ ପୋଷଣ ପଖୱାଡା କାର୍ଯ୍ୟକ୍ରମ
ବୁଗୁଡ଼ା,(ସୋରେନ କୁମାର ପ୍ରଧାନ): ସ୍ଥାନୀୟ ରାଜିବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯାଳୟ ପକ୍ଷରୁ ବ୍ଲକ୍ ସ୍ତରୀୟ ପୋଷଣ ପଖଓ୍ବାଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଡିପିଓ ବବିତା କୁମାରୀ ପଣ୍ଡାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଉକ୍ତ!-->!-->!-->…