ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳ ପକ୍ଷରୁ ଡକ୍ଟର ବି.ଆର଼. ଆମ୍ବେଦକରଙ୍କ ଜନ୍ମ ବାର୍ଷିକୀ ପାଳନ
ଖୋର୍ଦ୍ଧା ଜିଲ୍ଲା, (ସଞ୍ଜୀବ କୁମାର):- ଖୋର୍ଦ୍ଧାରୋଡ଼ ମଣ୍ଡଳ ଦ୍ଵାରା ଭାରତ ରତ୍ନ ଡଃ ବାବା ସାହେବ ଆମ୍ବେଦକର ଙ୍କ ର ଜନ୍ମ ବାର୍ଷିକୀ ପାଳନ କରାଯାଇଛି । ଏହି ଅବସର ରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ର, ମଣ୍ଡଳ ରେଳ ପ୍ରବନ୍ଧକ ଶ୍ରୀ ଏଚ୍.ଏସ. ବାଜ୍ଵା, ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ!-->!-->!-->…