ବୁଡ଼ାଗୁଡା ଉଚ୍ଚ ବିଦ୍ୟାଳୟରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ
ବାଲିଗୁଡା, ୧୩/୦୪ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବୁଡ଼ାଗୁଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ, ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟଙ୍କୁ ନେଇ "ବେଟି ବଚାଓ ବେଟି ପଢ଼ାଓ" କାର୍ଯ୍ୟକ୍ରମର ଆୟୋଜନ ହୋଇଯାଇଥିଲା।!-->…