ଗଜପତି ଜିଲ୍ଲାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ଏବଂ ଆୟୁଷ୍ମାନ…
ଆର,ଉଦୟଗିରି(ମନୋଜ କୁମାର ପାଢୀ):-
ଗଜପତି ଜିଲ୍ଲାର ମୋଟ ୨୨ ଟି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୁଷ୍ମାନ ଭାରତ ଜନ ଆରୋଗ୍ଯ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନା ଏବଂ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ର ଶୁଭାରମ୍ଭ ହୋଇଯାଇଛି |!-->!-->!-->…