ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଉଦଯାପିତ

ବାଲିଗୁଡା, ୦୬/୦୪ [ସୁକାନ୍ତ କୁମାର ତ୍ରିପାଠୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ଟ୍ରନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଉଦଯାପିତଷ୍ଟ ପକ୍ଷରୁ ମନ୍ଦିର ପରିସରରେ ନବରାତ୍ର ଉପଲକ୍ଷେ ନଅ ଦିନ ବ୍ୟାପି ନବାନ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ ଶ୍ରୀରାମ…

ଗଜପତି ଜିଲ୍ଲାରେ ଓଡ଼ିଆ ପକ୍ଷ ପାଳନ ଅବସରରେ ଐତିହ୍ୟ ସ୍ଥଳୀ ଗୁଡ଼ିକରେ ସ୍ବଚ୍ଛତା ଅଭିଯାନ ଅନୁଷ୍ଠିତ

ଆର,ଉଦୟଗିରି(ମନୋଜ ପାଢୀ):- ଜିଲ୍ଲା ପ୍ରଶାସନ ଗଜପତି ପକ୍ଷରୁ ଷଷ୍ଠ ଦିନରେ ଓଡ଼ିଆ ପକ୍ଷରୁ ଜିଲ୍ଲାର ବିଭିନ୍ନ ଦେବାଳୟ,ଐତିହ୍ୟ ସ୍ଥଳୀଓ ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକର ସ୍ୱଚ୍ଛତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହିପରି ପେକ୍ଷୀରେ ଜିଲ୍ଲାର ଐତିହ୍ୟ ସ୍ଥଳୀ, ପର୍ଯ୍ୟଟନ ସ୍ଥଳୀ…

ବାଲିଗୁଡାରେ ଶ୍ରୀରାମ ନବମୀ ମହା ସମାରୋହରେ ପାଳିତ

ବାଲିଗୁଡା, ୦୬/୦୪ [ସୁକାନ୍ତ କୁମାର ତ୍ରିପାଠୀ ) କନ୍ଧମାଳ ଜିଲ୍ଲା ବାଲିଗୁଡା ସହର ସମେତ ଆଖପାଖ ପୁରପଲ୍ଲୀରେ ଆନନ୍ଦ ଉଲ୍ଲାସର ସହିତ ଶ୍ରୀରାମ ନବମୀ ମହା ସମାରୋହରେ ପାଳିତ ହୋଇଯାଇଛି । ପବିତ୍ର ରାମ ନବମୀ ଅବସରରେ ସମଗ୍ର ଅଞ୍ଚଳ ଗୈରିକମୟ ସାଙ୍ଗକୁ ମନ୍ଦିର ପରିସର ରେ ଜୟ ଶ୍ରୀରାମ ଧ୍ୱନି…

ମାଳବନ୍ଧ କାମ ଶେଷ : ଡଷ୍ଟବିନ ନିର୍ମାଣ  କେବେ ? 

    ନୟାଗଡ,( ପ୍ରଭାକର ଶିରୋମଣି )କଣ୍ଟିଲୋ, ରାଜ୍ୟର ପ୍ରମୁଖ ପର୍ଯ୍ୟଟନ କେନ୍ଦ୍ର ନୀଳମାଧଵ ପୀଠ କଣ୍ଟିଲୋ ର ବିକାଶ ପ୍ରକଳ୍ପ ପ୍ରାୟ ଶେଷ ପର୍ଯ୍ୟାୟ ରେ ପହଞ୍ଚି ଥିଲା ବେଳେ  ମନ୍ଦିର ପଶ୍ଚିମ ପାର୍ଶ୍ୱ ମହାନଦୀ ଦକ୍ଷିଣ ପାର୍ଶ୍ୱ ମାଳବନ୍ଧ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟ ରେ ପହଁଚିଛି l…

କେଶରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାଷିକ ଉତ୍ସବ ଓ ଖଡିଛୁଆ ଉତ୍ସବ ଅନୁଷ୍ଠିତ

ଆର,ଉଦୟଗିରି(ମନୋଜ କୁମାର ପାଢୀ):- ରେ କେଶରା ଉ.ପ୍ରା. ବିଦ୍ୟାଳୟରେ 1ମ ବାର୍ଷିକ ଉତ୍ସବ ଓ ଖଡ଼ି ଛୁଆଁ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଭିକାରୀ ନାୟକଙ୍କ ପୌରହିତ୍ୟରେ ମୁଖ୍ୟ ଅତିଥି ମୋହନା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ନରେନ୍ଦ୍ର ବେହେରା ଓ ମୁଖ୍ୟ ବକ୍ତା ପୂର୍ବତନ ବ୍ଲକ…

ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ

ଆର,ଉଦୟଗିରି,(ମନୋଜ କୁମାର ପାଢୀ): ପୁଣି ଦାଦନ ଦୁଃଖ, ଦାଦନ ଖଟିବାକୁ ଯାଇ ଜଣେ ଓଡ଼ିଆ ଶ୍ରମିକଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ ପୁଅର ମୃତ୍ୟୁକୁ ପରିବାର ଲୋକେ ଗ୍ରହଣ କରୁ ନ ଥିବା ବେଳେ ହତ୍ୟା ଅଭିଯୋଗ ଆଣିଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା…

ବାଲିଗୁଡା ଶ୍ରୀ ସତ୍ୟସାଇ ସେବା ସମିତି ତରଫରୁ ଶାନ୍ତି ପଣା ବଣ୍ଟନ କାର୍ଯ୍ୟକ୍ରମ

ବାଲିଗୁଡା,୦୬/୦୪ ବାଲିଗୁଡା ପଞ୍ଚୁଦଣ୍ଡ ପରିଚାଳନା କମିଟି ତରଫରୁ ଆୟୋଜିତ ୧୩ଶମ୍ଭୁ ମିଳନ ଅବସରରେ ଶ୍ରୀ ସତ୍ୟସାଇ ସେବା ସମିତି ବାଲିଗୁଡା ଶାନ୍ତି ପଣା ବଣ୍ଟନ କାର୍ଯ୍ୟକ୍ରମ ପିବ୍ଲୁଡ଼ି ଛକ ଠାରେ କରାଯାଇଥିଲା | ଭାଗବାନ ବାବାଙ୍କ ଦିବ୍ୟ ଉପସ୍ଥିତି ରେ ଆୟୋଜିତ ଶାନ୍ତିପଣାକୁ ଗାଁ ଗହଳି ରୁ…

ସୁନ୍ଦରପୁର ବିଦ୍ୟାଳୟରେ ଶିକ୍ଷା ସଚେତନତା ରଥକୁ ସ୍ୱାଗତ

ଛତ୍ରପୁର,(ବିଚିତ୍ର ସାହୁ):- ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ୨୦୨୫ ଏବଂ ଶିଶୁ ବାଟିକାର ଶୁଭାରମ୍ଭ ପାଇଁ ଗଡ଼ିଚାଲିଛି ଶିକ୍ଷା ସଚେତନତା ରଥ ।ଛତ୍ରପୁର ବ୍ଳକରେ ଭ୍ରମଣ କରୁଥିବା ଏହି ରଥ ଶନିବାରଦିନ ସକାଳ ୧୦ଘଣ୍ଟିକା ସମୟରେ ସୁନ୍ଦରେଶ୍ଵର ଉଚ୍ଚବିଦ୍ୟାଳୟରେ ପହଞ୍ଚିଥିଲା ।…

ଗୋମାଂସ କାଟି ଦୁଇ ଗିରଫ: ମାଂସ ଜବତ

ବାଲିଗୁଡା, ୦୬/୦୪ [ସୁକାନ୍ତ କୁମାର ତ୍ରିପାଠୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଘଟଣାରୁ ପ୍ରକାଶ ଯେ, ବାଲିଗୁଡା ଥାନା ଅର୍ନ୍ତଗତ ସିତାପଡି ଠାରେ ଗୋମାଂସ କଟାଯାଉଥିବା ଖବର ବାଲିଗୁଡା…

ପ୍ରଧାନମନ୍ତ୍ରୀଙ୍କୁ ‘ଶ୍ରୀଲଙ୍କା ମିତ୍ର ବିଭୂଷଣ’ ସମ୍ମାନ

ଭୁବନେଶ୍ୱର,(ପି,ଆଇ,ବି):- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ରାଷ୍ଟ୍ରପତି ଦିଶାନାୟକେ 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ କରିଛନ୍ତି । କୃତଜ୍ଞତା ଜ୍ଞାପନ କରି ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଗଭୀର ବନ୍ଧୁତା…
error: Content is protected !!