ପ୍ରଧାନମନ୍ତ୍ରୀଙ୍କୁ ‘ଶ୍ରୀଲଙ୍କା ମିତ୍ର ବିଭୂଷଣ’ ସମ୍ମାନ
ଭୁବନେଶ୍ୱର,(ପି,ଆଇ,ବି):- ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ରାଷ୍ଟ୍ରପତି ଦିଶାନାୟକେ 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ କରିଛନ୍ତି । କୃତଜ୍ଞତା ଜ୍ଞାପନ କରି ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଗଭୀର ବନ୍ଧୁତା!-->…