ସରସ୍ୱତୀ ଶିଶୁ ମନ୍ଦିରରେ ଉତ୍କଳ ଦିବସ ଓ ବିଦ୍ୟାରମ୍ଭ ଉତ୍ସବ ପାଳନ
ପୁରୁଷୋତ୍ତମପୁର, (ପ୍ରସନ୍ନ କୁମାର ଦାସ):- ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ଉତ୍କଳ ଦିବସ ଓ ବିଦ୍ୟାରମ୍ଭଉତ୍ସବ ମହାସ ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ସମ୍ପାଦକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ବେହେରା ବିଦ୍ୟାଳୟ ର ପ୍ରଧାନଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ ଓ କନକା!-->!-->!-->…