୩୬ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ : ପ୍ରସ୍ତୁତି କାର୍ଯ୍ୟ ଚୁଡାନ୍ତ ପର୍ଯ୍ୟାୟରେ : ୧ ତାରିଖ ଠାରୁ ଆମିଷ ଦ୍ରବ୍ୟ…

ବାଲିଗୁଡା, ୩୧/୦୩ [ସୁକାନ୍ତ କୁମାର ତ୍ରିପାଠୀ ): କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳ ରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଆସନ୍ତା ୦୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି| ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ସହରରେ…

ଅନ୍ତର୍ଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ ।

ଆର.ଉଦୟଗିରି, (ମନୋଜ କୁମାର ପାଢୀ): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିର୍ଦେଶ କ୍ରମେ ଆଜି ରା,ଉଦୟିଗିରି ବ୍ଳକରେ ନିରୀହ ଭିନ୍ନକ୍ଷମ,ବିକଳାଙ୍ଗ,ବିଧବା ଆଦି ପରିବାରକୁ ସରକାରଙ୍କ ଅନ୍ତର୍ଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ୪୧ ଜଣ ହିତାଧିକାରୀଙ୍କୁ ବଣ୍ଟନ କରାଯାଇଛି । ବ୍ଲକ ବିଡିଓଙ୍କ…

ଅନ୍ତର୍ଦୟ ଗୃହ ଯୋଜନା ଶୁଭାରମ୍ଭ ଅବସରରେ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ପ୍ରଦାନ ।

ଆର.ଉଦୟଗିରି, (ମନୋଜ କୁମାର ପାଢୀ):- ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଅନ୍ତର୍ଦୟ ଗୃହ ଯୋଜନା ଶୁଭାରମ୍ଭ କରିଥିବା ବେଳେ ଗଜପତି ଜିଲ୍ଲା ମୋହନା ହାଇ ସ୍କୁଲ ପଡ଼ିଆରେ ଆୟୋଜିତ ଭର୍ଚୁଆଲ କାର୍ଯ୍ୟକ୍ରମରେ ବିଭିନ୍ନ ପଞ୍ଚାୟତରେ ବହୁ ହିତାଧିକାରୀ ଓ ଜଣ ସାଧାରଣ ଯୋଗ ଦେଇଥିଲେ । ଏହି ଅବସରରେ…

ସରସ୍ୱତୀ ଶିଶୁ ମନ୍ଦିରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ପାଳନ ।

ପୁରୁଷୋତ୍ତମପୁର, (ପ୍ରସନ୍ନ କୁମାର ଦାସ):- ସ୍ଥାନୀୟ ସରସ୍ୱତୀ ଶିଶୁ ମନ୍ଦିର ପରିସରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଉତ୍ସବକୁ ସିଦ୍ଧେଶ୍ୱର ଗୁରୁଜୀ ପରିଚାଳନା କରିଥିଲେ । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଡାକୁଆ ପ୍ରଦୀପ…

ପାଟନାରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ…

 ଭୁବନେଶ୍ୱର,(ପି.ଆଇ.ବି):- କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ବିହାରର ପାଟନାରେ ୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିହାର…

ଛତିଶଗଡ଼ର ବିଜାପୁରରେ ୫୦ ଜଣ ନକ୍ସଲଙ୍କ ଆତ୍ମସମର୍ପଣକୁ ନେଇ ଖୁସି ବ୍ୟକ୍ତ କରିବା ସହ ସେମାନଙ୍କୁ ମୁଖ୍ୟଧାରାକୁ ସ୍ୱାଗତ…

ଭୁବନେଶ୍ୱର,(ପି.ଆଇ.ବି):- କେନ୍ଦ୍ର ସ୍ୱରାଷ୍ଟ୍ର ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଛତିଶଗଡ଼ର ବିଜାପୁରରେ ୫୦ ଜଣ ନକ୍ସଲଙ୍କ ଆତ୍ମସମର୍ପଣକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ଏବଂ ସେମାନଙ୍କୁ ମୁଖ୍ୟଧାରାକୁ ସ୍ୱାଗତ କରିଛନ୍ତି। ଯେଉଁ ନକ୍ସଲମାନେ ଅସ୍ତ୍ରଶସ୍ତ୍ର ତ୍ୟାଗ…

ଚିଙ୍ଗୁଡ଼ିଖୋଲ ରେ ଧୁମଧାମରେ ହିନ୍ଦୁ ନବ ବର୍ଷ ପାଳିତ

ବ୍ରହ୍ମପୁର,(ଏସ.ଏମ.ପି):- ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ । ଏହି ଉପଲକ୍ଷେ ସମଗ୍ର ଭାରତ ବର୍ଷରେ ବେଶ୍ ଧୁମଧାମରେ ପାଳନ କରାଯାଉଥିବା ବେଳେ ଏଥିରୁ ବାଦ ପଡ଼ିନାହିଁ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ର ଚିଙ୍ଗୁଡ଼ିଖୋଲ ଗ୍ରାମ। ପାଖାପାଖି ୪୦ରୁ ଊର୍ଦ୍ଧ୍ବ ଗ୍ରାମର ଯୁବକ ମାନେ ମିଳିତ ଭାବେ…

ରୋଟାରୀ ମହାକୁମ୍ଭ ‘ଐରାବତ’ ଉଦଯାପିତ

ଗୋପାଳପୁର,(ବିଚିତ୍ର ସାହୁ):- ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ପ୍ରାନ୍ତପାଳ ରୋଟାରୀୟାନ୍ ଯଜ୍ଞାଶିଷ୍ ମହାପାତ୍ରଙ୍କ ନେତୃତ୍ବରେ ଏକ ତିନିଦିନିଆ ସମ୍ମେଳନ 'ଐରାବତ' ସ୍ଥାନୀୟ ଏକ ତାରକା ହୋଟେଲରେ ଆୟୋଜିତ ହୋଇଯାଇଛି। ରୋଟାରୀ ସେବା କ୍ଷେତ୍ରକୁ ଅଧିକ ସମୃଦ୍ଧ କରିବା ଉଦ୍ଦେଶ୍ୟରେ…

ଅନ୍ତର୍ଦୋୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ ।

ବୁଗୁଡ଼ା,(ସୋରେନ କୁମାର ପ୍ରଧାନ):- ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆଜି ବୁଗୁଡା ବ୍ଳକରେ ନିରୀହ ଭିନ୍ନକ୍ଷମ, ବିକଳାଙ୍ଗ, ବିଧବା ଆଦି ପରିବାରକୁ ସରକାରଙ୍କ ଅନ୍ତର୍ଦୋୟ ଗୃହ ଯୋଜନାର କାର୍ଯ୍ୟାଦେଶ ୧୨୬ ଜଣ ହିତାଧିକାରୀଙ୍କୁ ବଣ୍ଟନ କରାଯାଇଛି । ବିଡ଼ିଓ ଦ୍ଵିତୀକୃଷ୍ଣ…

ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ

ବୁଗୁଡ଼ା,(ସୋରେନ କୁମାର ପ୍ରଧାନ):- ବୁଗୁଡ଼ା ବ୍ଲକ ଅନ୍ତର୍ଗତ ସୁନାକେରା ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପ୍ରତିଭା ମିଶ୍ର ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ମୁଖ୍ୟ…
error: Content is protected !!