ପୋଚାଲୁଣ୍ଡି ଓ ଭାମଶ୍ୟାଳିରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ
ବୁଗୁଡା, (ସୋରେନ କୁମାର ପ୍ରଧାନ):- ବୁଗୁଡା ବ୍ଳକ ଅନ୍ତର୍ଗତ ପୋଚାଲୁଣ୍ଡି ଏବଂ ଭାମଶ୍ୟାଳି ଗ୍ରାମରେ ପ୍ରସିଦ୍ଧ ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି । ଯାତ୍ରାର ପ୍ରଥମ ଦିନରେ ଦଣ୍ଡ ଉଠୁଥିବା କାଳୀ ମନ୍ଦିର ଗୁଡିକରେ ପାରମ୍ପରିକ ରୀତିନୀତି ପ୍ରକାରେ ସମସ୍ତ କାର୍ଯ୍ୟ ପ୍ରାତଃ କାଳରୁ ଆରମ୍ଭ!-->…