ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋର ପୃଥିବୀ ପୃଷ୍ଠକୁ ଫେରିଛନ୍ତି।
ୱାଶିଂଟନ୍ : ଦୀର୍ଘ ପ୍ରତୀକ୍ଷାର ଅନ୍ତ ହୋଇଛି। ମହାକାଶକୁ ୮ଦିନ ପାଇଁ ଯାଇ ୯ ମାସ ଧରି ଫସି ରହିଥିବା ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ୱିଲିୟମ୍ସ ଏବଂ ତାଙ୍କ ସହଯୋଗୀ ବୁଚ୍ ୱିଲମୋର ପୃଥିବୀ ପୃଷ୍ଠକୁ ଫେରିଛନ୍ତି। ସୁନୀତା ଏବଂ ବୁଚ୍ଙ୍କ ସହ ଅନ୍ୟ ନିକ୍ ହଗ୍ ଏବଂ!-->…